Jeremiah 25:5 — Compare Translations
5 translations compared side by side
Odia - 1840
"ସହେି ଭବିଷ୍ଯଦବକ୍ତାଗଣ କହିଲେ, ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଦୁଷ୍ଟ ଆଚରଣରୁ ଫରେ। ତାହା ହେଲେ ସଦାପ୍ରଭୁ ପୁରାତନ କାଳରୁ ଚିରଦିନ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଯେଉଁ ଦେଶ ଦଇେଅଛନ୍ତି, ତାହା ମଧିଅରେ ତୁମ୍ଭମାନେେ ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କହିଅଛି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଭବିଷ୍ୟଦ୍ବକ୍ତାଗଣ କହିଲେ, “ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଦୁଷ୍ଟ ଆଚରଣରୁ ଫେର। ତାହାହେଲେ ସଦାପ୍ରଭୁ ପୁରାତନ କାଳରୁ ଚିରଦିନ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତାହା ମଧ୍ୟରେ ତୁମ୍ଭେମାନେ ବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;
Odia IRV 2017 (ଓଡିଆ ବାଇବେଲ)
ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର,’ ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;