Jeremiah 25:6 — Compare Translations

5 translations compared side by side

Odia - 1840
"ଆଉ ଅନ୍ୟ ଦବଗେଣର ପଶ୍ଚାତଧାବନ କର ନାହିଁ କିଅବା ସମାନଙ୍କେୁ ସବୋ ଓ ପ୍ରଣାମ କର ନାହିଁ। ପୁଣି ଆପଣା ହସ୍ତକୃତ ପ୍ରତିମାଗଣକୁ ପୂଜା କରି ଆମ୍ଭକୁ ବିରକ୍ତ କର ନାହିଁ। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ଵାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଅନ୍ୟ ଦେବଗଣର ପଶ୍ଚା‌‌‌ତ୍‌‌‌ଧାବନ କର ନାହିଁ କିଅବା ସେମାନଙ୍କୁ ସେବା ଓ ପ୍ରଣାମ କର ନାହିଁ। ପୁଣି ଆପଣା ହସ୍ତକୃତ ପ୍ରତିମାଗଣକୁ ପୂଜା କରି ଆମ୍ଭକୁ ବିରକ୍ତ କର ନାହିଁ। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।”