Jeremiah 25:7 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆମ୍ଭ କଥାପ୍ରତି ଧ୍ଯାନ ଦଲେ ନାହିଁ। ତଥାପି ସଦାପ୍ରଭୁ କହନ୍ତି, ନିଜ ହସ୍ତକୃତ କର୍ମଦ୍ବାରା ଆମ୍ଭକୁ ବିରକ୍ତ କରିଅଛ। ତେଣୁ ତୁମ୍ଭମାନଙ୍କର ଅମଙ୍ଗଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ଵାରା ଆମ୍ଭଙ୍କୁ ବିରକ୍ତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଆମ୍ଭ କଥାପ୍ରତି ଧ୍ୟାନ ଦେଲ ନାହିଁ।” ତଥାପି ସଦାପ୍ରଭୁ କହନ୍ତି, “ନିଜ ହସ୍ତକୃତ କର୍ମଦ୍ୱାରା ଆମ୍ଭକୁ ବିରକ୍ତ କରିଅଛ। ତେଣୁ ତୁମ୍ଭମାନଙ୍କର ଅମଙ୍ଗଳ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।”