Jeremiah 25:8 — Compare Translations
5 translations compared side by side
Odia - 1840
"ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଆମ୍ଭ ବାକ୍ଯ ପ୍ରତି ଧ୍ଯାନ ଦେଉ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଧ୍ୟାନ ଦେଉ ନାହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;