Jeremiah 25:9 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶଦ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖ‌ଦ୍‌ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।