Jeremiah 26:1 — Compare Translations

5 translations compared side by side

Odia - 1840
"ଯୋଶିୟଯର ପୁତ୍ର ଯିହୁଦାର ରାଜା ଯିହାୟୋକୀମର ରାଜତ୍ବର ପ୍ରାରମ୍ଭ ରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ରୁ ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଗୃହରେ ଯିରିମିୟଙ୍କ ଶିକ୍ଷା ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ପ୍ରାରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ରାଜତ୍ୱର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,