Jeremiah 26:10 — Compare Translations
5 translations compared side by side
Odia - 1840
"ଅନନ୍ତ ରେ ଯିହୁଦାର ଅଧିପତିମାନେ ଏହିସବୁ ବିଷଯ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ମନ୍ଦିରକୁ ଆସିଲେ ଓ ସଦାପ୍ରଭୁଙ୍କ ମନ୍ଦିରର ନୂତନ ଦ୍ବାରର ପ୍ରବେଶ ସ୍ଥାନ ରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ଵାରର ପ୍ରବେଶ ସ୍ଥାନରେ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ମନ୍ଦିରକୁ ଆସିଲେ ଓ ସଦାପ୍ରଭୁଙ୍କ ମନ୍ଦିରର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।