Jeremiah 26:11 — Compare Translations

5 translations compared side by side

Odia - 1840
"ତା'ପ ରେ ଯାଜକମାନେ ଓ ଭବିଷ୍ଯଦବକ୍ତାମାନେ ଅଧିପତିମାନଙ୍କୁ ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, ଯିରିମିୟ ପ୍ରାଣଦଣ୍ଡର ଯୋଗ୍ଯ; କାରଣ ସେ ଏହି ନଗର ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରିଅଛି, ଏହା ତୁମ୍ଭମାନେେ ସ୍ବକର୍ଣ୍ଣ ରେ ଶୁଣିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, ଏହି ମନୁଷ୍ୟ ପ୍ରାଣଦଣ୍ତର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ଵକର୍ଣ୍ଣରେ ଶୁଣିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକମାନେ ଓ ଭବିଷ୍ୟ‌ଦ୍‌ବକ୍ତାମାନେ ଅଧିପତିମାନଙ୍କୁ ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, “ଯିରିମିୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”
Odia IRV 2017 (ଓଡିଆ ବାଇବେଲ)