Jeremiah 26:12 — Compare Translations

5 translations compared side by side

Odia - 1840
"ତା'ପ ରେ ଯିରିମିୟ ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, ତୁମ୍ଭମାନେେ ଯେଉଁସବୁ କଥା ଶୁଣିଅଛ, ସହେିସବୁ ଭବିଷ୍ଯଦବାକ୍ଯ ଏହି ମନ୍ଦିର ଓ ଏହି ନଗର ବିରୁଦ୍ଧ ରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ପ୍ ରରଣେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିରିମିୟ ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେଉଁସବୁ କଥା ଶୁଣିଅଛ, ସେହିସବୁ ଭବିଷ୍ୟ‌ଦ୍‌ବାକ୍ୟ ଏହି ମନ୍ଦିର ଓ ଏହି ନଗର ବିରୁଦ୍ଧରେ ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍‍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍‍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।