Jeremiah 26:13 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭମାନେେ ନିଜ ନିଜ ଆଚରଣ ଓ କ୍ରିଯା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ପାଳନ କର। ତାହା ହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷା; ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ନିଜ ନିଜ ଆଚରଣ ଓ କ୍ରିୟା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ପାଳନ କର। ତାହାହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।