Jeremiah 26:14 — Compare Translations
5 translations compared side by side
Odia - 1840
"ଆଉ ମାେ ସମ୍ବନ୍ଧ ରେ ହେଉଛି, ମୁଁ ତୁମ୍ଭମାନଙ୍କ ହସ୍ତ ରେ ଅଛି, ଯାହା ତୁମ୍ଭମାନଙ୍କ ଦୃଷ୍ଟି ରେ ଉତ୍ତମ ଓ ଯଥାର୍ଥ ତାହା ମାେ ପ୍ରତି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୋ’ ସମ୍ବନ୍ଧରେ ହେଉଛି, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି, ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋ’ ପ୍ରତି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋ’ ପ୍ରତି କର।