Jeremiah 26:15 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯଦି ମାେତେ ବଧ କରିବ, ତବେେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପ ରେ, ଏହି ନଗର ଉପ ରେ ଓ ତଦନିବାସୀମାନଙ୍କ ଉପ ରେ ନିର୍ଦ୍ ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚର ରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମାେତେ ପ୍ ରରଣେ କରିଅଛନ୍ତି, ଏହା ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ ଓ ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯଦି ମୋତେ ବଧ କରିବ, ତେବେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
Odia IRV 2017 (ଓଡିଆ ବାଇବେଲ)