Jeremiah 26:16 — Compare Translations

5 translations compared side by side

Odia - 1840
"ତା'ପ ରେ ଅଧିପତିଗଣ ଓ ସମସ୍ତ ଲୋକ ଯାଜକମାନଙ୍କୁ ଓ ଭବିଷ୍ଯଦବକ୍ତାମାନଙ୍କୁ କହିଲେ, ଯିରିମିୟ ପ୍ରାଣଦଣ୍ଡର ଯୋଗ୍ଯ ନୁହେଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଯିରିମିୟଙ୍କୁ ଏହିସବୁ କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକ-ମାନଙ୍କୁ ଓ ଭବିଷ୍ୟଦ୍ବକ୍ତାଗଣକୁ କହିଲେ, ଏହି ମନୁଷ୍ୟ ପ୍ରାଣଦଣ୍ତର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅଧିପତିଗଣ ଓ ସମସ୍ତ ଲୋକ ଯାଜକମାନଙ୍କୁ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ କହିଲେ, “ଯିରିମିୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯିରିମିୟଙ୍କୁ ଏହିସବୁ କହିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”