Jeremiah 26:17 — Compare Translations

5 translations compared side by side

Odia - 1840
"ସେତବେେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ଯରୁ କହେି କହେି ଉଠି ସମସ୍ତ ଲୋକଙ୍କୁ ଏହିକଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ, ଣ ପ୍ରେରିତ ୫:୩୪
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ସମସ୍ତ ଲୋକଙ୍କୁ ଏହିକଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ,