Jeremiah 26:18 — Compare Translations
5 translations compared side by side
Odia - 1840
"ଯିହୁଦାର ରାଜା ହିଜକିଯଙ୍କ ସମୟରେ ମେ ରେଷ୍ଟୀଯର ମୀଖା ଭବିଷ୍ଯଦବାକ୍ଯ ପ୍ରଚାର କଲା, ଆଉ ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯିହୁଦାର ରାଜା ହିଜକିୟଙ୍କ ସମୟରେ ମୋରେଷ୍ଟୀୟର ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲା, ଆଉ ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା,‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସିୟୋନ କ୍ଷେତ୍ର ତୁଲ୍ୟ ଗ୍ଭଷ କରାଯିବ ଓ ଯିରୁଶାଲମ ଢିପ ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’
Odia IRV 2017 (ଓଡିଆ ବାଇବେଲ)