Jeremiah 26:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସମାନଙ୍କେୁ ଆମ୍ଭର ଆଜ୍ଞାନୁସା ରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସେମାନଙ୍କୁ ଆମ୍ଭର ଆଜ୍ଞାନୁସାରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ଯଥା, ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।