Jeremiah 26:20 — Compare Translations
5 translations compared side by side
Odia - 1840
"ଆହୁରି ସଦାପ୍ରଭୁଙ୍କ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାରକାରୀ ଅନ୍ୟ ଏକ ବ୍ଯକ୍ତି ଥିଲା। ସେ କିରିଯତ୍-ସିଯାରୀମସ୍ଥ ସମଯିଯର ପୁତ୍ର ଉରିଯ; ସେ ଯିରିମିୟର ସମସ୍ତ ବାକ୍ଯପରି ଏହି ନଗର ଓ ଏହି ଦେଶ ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟତ୍-ଯିୟାରୀମସ୍ଥ ସମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା। ସେ କିରିୟତ୍-ସିୟାରୀମସ୍ଥ ସମୟିୟର ପୁତ୍ର ଉରିୟ; ସେ ଯିରିମିୟର ସମସ୍ତ ବାକ୍ୟପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍-ଯିୟାରୀମ୍ସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ।