Jeremiah 26:21 — Compare Translations
5 translations compared side by side
Odia - 1840
"ରାଜା ଯିହାୟୋକୀମ୍, ତାଙ୍କର ସମସ୍ତ ବୀରଗଣ ଓ ଯିହୁଦାର ସମସ୍ତ ଅଧିପତିମାନେ ଉରିଯଙ୍କ ଭବିଷ୍ଯଦବାଣୀ ଶୁଣିଲେ। ତା'ପ ରେ ରାଜା ଯିହାୟୋକୀମ୍ ତାହାକୁ ବଧ କରିବାକୁ ଚେଷ୍ଟା କଲା। ମାତ୍ର ଉରିଯ ଭୟଭୀତ ହାଇେ ମିଶରକୁ ପଳାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯିହୋୟାକୀମ୍, ତାଙ୍କର ସମସ୍ତ ବୀରଗଣ ଓ ଯିହୁଦାର ସମସ୍ତ ଅଧିପତିମାନେ ଉରିୟଙ୍କ ଭବିଷ୍ୟଦ୍ବାଣୀ ଶୁଣିଲେ। ତା’ପରେ ରାଜା ଯିହୋୟାକୀମ୍ ତାହାକୁ ବଧ କରିବାକୁ ଚେଷ୍ଟା କଲା। ମାତ୍ର ଉରିୟ ଭୟଭୀତ ହୋଇ ମିଶରକୁ ପଳାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇ ଗଲା।