Jeremiah 26:22 — Compare Translations
5 translations compared side by side
Odia - 1840
"ମାତ୍ର ରାଜା ଯିହାୟୋଦାରକୀମ୍ ଅକବୋରର ପୁତ୍ର ଇଲନାଥନକୁ ଓ ତାଙ୍କ ସହିତ ଅନ୍ୟ କେତକେ ଲୋକଙ୍କୁ ମିଶରକୁ ପଠାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋୟାକୀମ୍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍, ଅକ୍ବୋରର ପୁତ୍ର ଇଲ୍ନାଥନ୍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ରାଜା ଯିହୋୟାକୀମ୍ ଅକବୋରର ପୁତ୍ର ଇଲ୍ନାଥନ୍କୁ ଓ ତାଙ୍କ ସହିତ ଅନ୍ୟ କେତେକ ଲୋକଙ୍କୁ ମିଶରକୁ ପଠାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋୟାକୀମ୍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍, ଅକ୍ବୋରର ପୁତ୍ର ଇଲ୍ନାଥନ୍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋୟାକୀମ୍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍, ଅକବୋରର ପୁତ୍ର ଇଲ୍ନାଥନ୍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;