Jeremiah 26:23 — Compare Translations

5 translations compared side by side

Odia - 1840
"ତହୁଁ ସମାନେେ ଉରିଯକୁ ମିଶରରୁ ଆଣି ଯିହାୟୋଦାରକୀମ୍ ନିକଟରେ ଉପସ୍ଥିତ କରାଇଲେ। ରାଜାଙ୍କ ଆଦେଶ ରେ ଉରିଯକୁ ଖଡ୍ଗ ରେ ବଧ କରାଗଲା ଓ ଦରିଦ୍ର ଲୋକମାନଙ୍କ କବର ସ୍ଥାନ ରେ ତାହାର ଶବ ପକାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ଼୍‍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର-ସ୍ଥାନରେ ତାହାର ଶବ ପକାଇ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ ଉରିୟକୁ ମିଶରରୁ ଆଣି ଯିହୋୟାକୀମ୍ ନିକଟରେ ଉପସ୍ଥିତ କରାଇଲେ। ରାଜାଙ୍କ ଆଦେଶରେ ଉରିୟକୁ ‌‌ଖ‌ଡ଼୍‌ଗରେ ବଧ କରାଗଲା ଓ ଦରିଦ୍ର ଲୋକମାନଙ୍କ କବର ସ୍ଥାନରେ ତାହାର ଶବ ପକାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍‍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍‍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇ ଦେଲା।”