Jeremiah 26:24 — Compare Translations

5 translations compared side by side

Odia - 1840
"ଯାହା ହେଉ, ଶାଫନର ପୁତ୍ର ଅହୀକାମ ଯିରିମିୟକୁ ରକ୍ଷା କଲେ। ଯେଉଁଥିପାଇଁ ତାଙ୍କୁ ହତ୍ଯା କରିବା ପାଇଁ ଲୋକମାନଙ୍କୁ ହସ୍ତାନ୍ତର କରାଗଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାଫନର ପୁତ୍ର ଅହୀକାମ ଯିରିମୀୟଙ୍କର ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଲୋକମାନଙ୍କ ହସ୍ତରେ ସମର୍ପିତ ନୋହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାହା ହେଉ, ଶାଫନର ପୁତ୍ର ଅହୀକାମ ଯିରିମିୟକୁ ରକ୍ଷା କଲେ। ଯେଉଁଥିପାଇଁ ତାଙ୍କୁ ହତ୍ୟା କରିବା ପାଇଁ ଲୋକମାନଙ୍କୁ ହସ୍ତାନ୍ତର କରାଗଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାଫନ୍‍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାଫନ୍‍ର ପୁତ୍ର ଅହୀକାମ୍ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।