Jeremiah 26:3 — Compare Translations

5 translations compared side by side

Odia - 1840
"ସମାନେେ ହୁଏତ ଆମ୍ଭର କଥାପ୍ରତି ଧ୍ଯାନ ଦବେେ ଓ ଆମ୍ଭର ଆଜ୍ଞା ପାଳନ କରିବେ। ହାଇପୋ ରେ ସମାନେେ କୁପଥରୁ ଫରେିବେ। ତାହା ହେଲେ ଆମ୍ଭେ ସମାନଙ୍କେର ଦୁଷ୍ଟତା ଯୋଗୁଁ ସମାନଙ୍କେ ପ୍ରତି ଯେଉଁ ଦଣ୍ଡ ଦବୋକୁ ମନସ୍ଥ କରିଅଛୁ, ସେଥିରୁ ନିବୃତ୍ତ ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ହୁଏତ ଆମ୍ଭର କଥାପ୍ରତି ଧ୍ୟାନ ଦେବେ ଓ ଆମ୍ଭର ଆଜ୍ଞା ପାଳନ କରିବେ। ହୋଇପାରେ ସେମାନେ କୁପଥରୁ ଫେରିବେ। ତାହାହେଲେ ଆମ୍ଭେ ସେମାନଙ୍କର ଦୁଷ୍ଟତା ଯୋଗୁଁ ସେମାନଙ୍କ ପ୍ରତି ଯେଉଁ ଦଣ୍ଡ ଦେବାକୁ ମନସ୍ଥ କରିଅଛୁ, ସେଥିରୁ ନିବୃତ୍ତ ହେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।
Odia IRV 2017 (ଓଡିଆ ବାଇବେଲ)
ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।’”