Jeremiah 26:4 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭେ ସମାନଙ୍କେୁ କହିବ, 'ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ ଆମ୍ଭ ବ୍ଯବସ୍ଥାନୁସା ରେ ଚାଲିବ ଓ ଆମ୍ଭର ବାକ୍ଯ ପ୍ରତି ଧ୍ଯାନ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ବ୍ୟବସ୍ଥାନୁସାରେ ଗ୍ଭଲିବ ଓ ଆମ୍ଭର ବାକ୍ୟ ପ୍ରତି ଧ୍ୟାନ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ସେମାନଙ୍କୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,