Jeremiah 26:5 — Compare Translations

5 translations compared side by side

Odia - 1840
"ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ବାରମ୍ବାର ପଠାଇ ଆସିଛୁ। ମାତ୍ର ତୁମ୍ଭମାନେେ ସମାନଙ୍କେ କଥା ପ୍ରତି ଅବଧାନ କରି ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣକୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯେବେ ତୁମ୍ଭେମାନେ ମନୋଯୋଗ ନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆମ୍ଭର ଦାସ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ବାରମ୍ବାର ପଠାଇ ଆସିଛୁ। ମାତ୍ର ତୁମ୍ଭେମାନେ ସେମାନଙ୍କ କଥା ପ୍ରତି ଅବଧାନ କରି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;