Jeremiah 26:6 — Compare Translations
5 translations compared side by side
Odia - 1840
"ଯବେେ ତୁମ୍ଭମାନେେ ଆମ୍ଭର ଆଜ୍ଞା ପାଳନ ନ କରିବ, ତବେେ ଆମ୍ଭେ ଏହି ଗୃହକୁ ଶୀଲୋର ତୁଲ୍ଯ କରିବା ଆଉ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପର ସ୍ଥାନ କରିବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେବେ ତୁମ୍ଭେମାନେ ଆମ୍ଭର ଆଜ୍ଞା ପାଳନ ନ କରିବ, ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ତୁଲ୍ୟ କରିବା ଆଉ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପର ସ୍ଥାନ କରିବା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”