Jeremiah 26:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ମନ୍ଦିର ରେ ଯିରିମିୟ ଏହି କଥା କହିଲା ବେଳେ ସମସ୍ତ ଯାଜକ, ଭବିଷ୍ଯଦବକ୍ତା ଓ ଲୋକମାନେ ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିରରେ ଯିରିମିୟ ଏହି କଥା କହିଲା ବେଳେ ସମସ୍ତ ଯାଜକ, ଭବିଷ୍ୟଦ୍ବକ୍ତା ଓ ଲୋକମାନେ ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ।