Jeremiah 26:8 — Compare Translations

5 translations compared side by side

Odia - 1840
"ଆଉ ଯିରିମିୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାସବୁ କହିବା ସମାପ୍ତ କଲାପ ରେ ଯାଜକମାନେ, ଭବିଷ୍ଯଦବକ୍ତାମାନେ ଓ ଲୋକମାନେ ଯିରିମିୟଙ୍କୁ ଧରି କହିଲେ, ତୁମ୍ଭେ ନିଶ୍ଚଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, ତୁମ୍ଭେ ନିଶ୍ଚୟ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯିରିମିୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାସବୁ କହିବା ସମାପ୍ତ କଲାପରେ ଯାଜକମାନେ, ଭବିଷ୍ୟ‌ଦ୍‌ବକ୍ତାମାନେ ଓ ଲୋକମାନେ ଯିରିମିୟଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।