Jeremiah 26:9 — Compare Translations
5 translations compared side by side
Odia - 1840
"ସମାନେେ ପୁଣି କହିଲେ, ତୁମ୍ଭେ କିପରି ସଦାପ୍ରଭୁଙ୍କ ଗୃହ ଶୀଲୋ ସମାନ ହବେ ଓ ୟିରୁଶାଲମ ନଗର ଧ୍ବଂସ ଓ ନିବାସହୀନ ହବେ। ସଦାପ୍ରଭୁଙ୍କ ମନ୍ଦିର ରେ ସମସ୍ତ ଲୋକ ଯିରିମିୟଙ୍କ ଚାରିପଟେ ରୁଣ୍ଡ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ? ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ରୁଣ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପୁଣି କହିଲେ, “ତୁମ୍ଭେ କିପରି ସଦାପ୍ରଭୁଙ୍କ ନାମରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରୁଛ ଯେ, ସଦାପ୍ରଭୁଙ୍କ ଗୃହ ଶୀଲୋ ସମାନ ହେବ ଓ ଯିରୁଶାଲମ ନଗର ଧ୍ୱଂସ ଓ ନିବାସହୀନ ହେବ।” ସଦାପ୍ରଭୁଙ୍କ ମନ୍ଦିରରେ ସମସ୍ତ ଲୋକ ଯିରିମିୟଙ୍କ ଗ୍ଭରିପଟେ ରୁଣ୍ଡ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।