Jeremiah 27:1 — Compare Translations
5 translations compared side by side
Odia - 1840
"ୟୋଶଯଙ୍କ ପୁତ୍ର ଯିହୁଦାର ରାଜା ଯିହାୟୋକୀମ୍ଙ୍କ ଶାସନର ଆରମ୍ଭ ରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ନବୂଖଦ୍ନିତ୍ସରଙ୍କୁ ଶାସକ କଲେ ଯୋଶିୟଙ୍କ ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ଶାସନର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ୱର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।