Jeremiah 27:10 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭମାନଙ୍କୁ ସ୍ବଦେଶରୁ ଦୂ ରଇେ ଦବୋପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭମାନେେ ଯେପରି ନଷ୍ଟ ହବେ, ଏଥିପାଇଁ ସମାନେେ ତୁମ୍ଭମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭମାନଙ୍କୁ ସ୍ଵଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରେଇ ଦେବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।