Jeremiah 27:11 — Compare Translations

5 translations compared side by side

Odia - 1840
"କିନ୍ତୁ ଯେଉଁ ଦେଶୀଯ ଲୋକେ ବାବିଲ ରାଜାର ୟୁଆଳି ତଳେ ନିଜ ନିଜର ବକେ ଦବେେ ଓ ତାହାର ଦାସ୍ଯ କର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ସ୍ବଦେଶ ରେ ରହିବାକୁ ଦବୋ ଓ ସମାନେେ ସଠାେ ରେ କୃଷି କାର୍ୟ୍ଯ କରି ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ-ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ଵଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“‘କିନ୍ତୁ ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ନିଜ ନିଜର ବେକ ଦେବେ ଓ ତାହାର ଦାସ୍ୟ କର୍ମ କରିବେ,’ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା ଓ ସେମାନେ ସେଠାରେ କୃଷି କାର୍ଯ୍ୟ କରି ବାସ କରିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”