Jeremiah 27:12 — Compare Translations

5 translations compared side by side

Odia - 1840
"'ଅନନ୍ତର ମୁଁ ସହେି ସମସ୍ତ ବାକ୍ଯ ଯିହୁଦାର ରାଜା ସିଦିକିଯକୁ କହିଲି, ତୁମ୍ଭମାନେେ ଆପଣା ଆପଣା ବକେ ବାବିଲ ରାଜାର ୟୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସବୋ କର। ତହିଁରେ ତୁମ୍ଭମାନେେ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ମୁଁ ସେହି ସମସ୍ତ ବାକ୍ୟ ଯିହୁଦାର ରାଜା ସିଦିକିୟକୁ କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସେବା କର। ତହିଁରେ ତୁମ୍ଭେମାନେ ବଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।