Jeremiah 27:13 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ କହନ୍ତି, କାହିଁକି ତୁମ୍ଭେ ଓ ତୁମ୍ଭର ଲୋକମାନେ ୟୁଦ୍ଧ ରେ, ଦୁର୍ଭିକ୍ଷ ରେ ଓ ମହାମାରୀ ରେ ମରିବ? ସଦାପ୍ରଭୁ କହିଲେ, ଯେଉଁମାନେ ବାବିଲୋନ ରାଜାଙ୍କର ସବୋ କରନ୍ତି ନାହିଁ, ସମାନଙ୍କେ ପାଇଁ ଏହା ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ଼୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା କାହିଁକି ମରିବ?
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, କାହିଁକି ତୁମ୍ଭେ ଓ ତୁମ୍ଭର ଲୋକମାନେ ଯୁଦ୍ଧରେ, ଦୁର୍ଭିକ୍ଷରେ ଓ ମହାମାରୀରେ ମରିବ? ସଦାପ୍ରଭୁ କହିଲେ, ଯେଉଁମାନେ ବାବିଲୋନ ରାଜାଙ୍କର ସେବା କରନ୍ତି ନାହିଁ, ସେମାନଙ୍କ ପାଇଁ ଏହା ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ?
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ?