Jeremiah 27:14 — Compare Translations
5 translations compared side by side
Odia - 1840
"ପୁଣି ମିଥ୍ଯା ଭବିଷ୍ଯଦବକ୍ତାଗଣ ତୁମ୍ଭମାନଙ୍କୁ କହିବେ, ତୁମ୍ଭମାନେେ ବାବିଲ ରାଜାର ସବୋ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମିଥ୍ୟା ଭବିଷ୍ୟଦ୍ବକ୍ତାଗଣ ତୁମ୍ଭମାନଙ୍କୁ କହିବେ, ‘ତୁମ୍ଭେମାନେ ବାବିଲ ରାଜାର ସେବା କର ନାହିଁ।’ “ତୁମ୍ଭେମାନେ ସେମାନଙ୍କର କଥାକୁ ଶୁଣିବା ଉଚିତ୍ ନୁହେଁ। କାରଣ ସେମାନେ ମିଥ୍ୟାବାଦୀ ପ୍ରଗ୍ଭର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।