Jeremiah 27:17 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସମାନଙ୍କେ କଥା ରେ ଧ୍ଯାନ ଦିଅ ନାହିଁ। ବାବିଲ ରାଜାର ସବୋ କର, ତାହା ହେଲେ ତୁମ୍ଭମାନେେ ବଞ୍ଚିବ। ଆଉ ଏହି ନଗର ୟିରୁଶାଲମକୁ କାହିଁକି ଧ୍ବଂସ କରିବାକୁ ଦବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେମାନଙ୍କ କଥାରେ ଧ୍ୟାନ ଦିଅ ନାହିଁ। ବାବିଲ ରାଜାର ସେବା କର, ତାହାହେଲେ ତୁମ୍ଭେମାନେ ବଞ୍ଚିବ। ଆଉ ଏହି ନଗର ଯିରୁଶାଲମକୁ କାହିଁକି ଧ୍ୱଂସ କରିବାକୁ ଦେବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?”