Jeremiah 27:18 — Compare Translations

5 translations compared side by side

Odia - 1840
"ଆଉ ଯଦି ସମାନେେ ଭବିଷ୍ଯଦବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ଯ ସମାନଙ୍କେଠା ରେ ଥାଏ, ତବେେ ସମାନେେ ସଦାପ୍ରଭୁଙ୍କ ଗୃହ ରେ, ଯିହୁଦାର ରାଜଗୃହ ରେ ଓ ୟିରୁଶାଲମ ରେ ଯେଉଁ ସମସ୍ତ ପାତ୍ର ଅବଶିଷ୍ଟ ଅଛି ତାହା ଯେପରି ବାବିଲକୁ ନ ୟାଏ, ଏଥିପାଇଁ ସୈନ୍ଯାଧିପତି ସଦାପ୍ରଭୁଙ୍କୁ ବୀନତି କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ସେମାନେ ଭବିଷ୍ୟଦ୍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯେବେ ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ ଓ ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯଦି ସେମାନେ ଭବିଷ୍ୟ‌ଦ୍‌ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କଠାରେ ଥାଏ, ତେବେ ସେମାନେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୁଶାଲମରେ ଯେଉଁ ସମସ୍ତ ପାତ୍ର ଅବଶିଷ୍ଟ ଅଛି ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁଙ୍କୁ ବିନତି କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସେମାନେ ଭବିଷ୍ୟଦ୍‍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)