Jeremiah 27:19 — Compare Translations
5 translations compared side by side
Odia - 1840
"କାରଣ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି ସ୍ତମ୍ଭ ଦ୍ବଯ, ସମୁଦ୍ର, ବୈଠକି ଓ ସମସ୍ତ ବାସନ କୁସନ ସମ୍ବନ୍ଧ ରେ କହନ୍ତି, ଯାହାକି ଏହି ନଗର ରେ ଛାଡ଼ିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଆଉ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରଧାନ ବର୍ଗଙ୍କୁ ବନ୍ଦୀ କରି ଯିରୂଶାଲମରୁ ବାବିଲକୁ ନେଇ ଯିବା ସମୟରେ,
Odia Bible ERV 2004 (ପବିତ୍ର ବାଇବଲ)
“କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ସ୍ତମ୍ଭ ଦ୍ୱୟ, ସମୁଦ୍ର, ବୈଠିକି ଓ ସମସ୍ତ ବାସନ କୁସନ ସମ୍ବନ୍ଧରେ କହନ୍ତି, ଯାହାକି ଏହି ନଗରରେ ଛାଡ଼ିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଆଉ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ବନ୍ଦୀ କରି ଯିରୂଶାଲମରୁ ବାବିଲକୁ ନେଇଯିବା ସମୟରେ,
Odia IRV 2017 (ଓଡିଆ ବାଇବେଲ)
କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଯିହୋୟାକୀମର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଆଉ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରଧାନ ବର୍ଗଙ୍କୁ ବନ୍ଦୀ କରି ଯିରୂଶାଲମରୁ ବାବିଲକୁ ନେଇ ଯିବା ସମୟରେ,