Jeremiah 27:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ ଏହି କଥା କହିଲେ, ହେ ଯିରିମିୟ, ତୁମ୍ଭେ ସ୍ତମ୍ଭରୁ କେତକେ ୟୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧ ରେ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ଏହି କଥା କହିଲେ, “ହେ ଯିରିମିୟ, ତୁମ୍ଭେ ସ୍ତମ୍ଭରୁ କେତେକ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, “ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;
Odia IRV 2017 (ଓଡିଆ ବାଇବେଲ)
“ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, ‘ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;