Jeremiah 27:20 — Compare Translations
5 translations compared side by side
Odia - 1840
"ଯେତବେେଳେ ଯିହୁଦାର ରାଜା ୟିହୋଯାକୀମଙ୍କ ପୁତ୍ର ଯିହାୟୋଦାରଖୀନଙ୍କୁ ଓ ଯିହୁଦାର ଓ ୟିରୁଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ନବୂଖଦନିତ୍ସର ବନ୍ଦୀକରି ବାବିଲକୁ ନଇଗେଲେ ସେତବେେଳେ ସେ ସବୁ ଜିନିଷ ନଇେ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସ୍ତମ୍ଭଦ୍ଵୟ ଓ ସମୁଦ୍ରପାତ୍ର ଓ ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯିହୁଦାର ରାଜା ଯିହୋୟାକୀମ୍ଙ୍କ ପୁତ୍ର ଯିହୋୟାଖୀନ୍ଙ୍କୁ ଓ ଯିହୁଦାର ଓ ଯିରୁଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ନବୂଖଦ୍ନିତ୍ସର ବନ୍ଦୀକରି ବାବିଲକୁ ନେଇଗଲେ ସେତେବେଳେ ସେ ସବୁ ଜିନିଷ ନେଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;