Jeremiah 27:21 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ସଦାପ୍ରଭୁଙ୍କ ମନ୍ଦିର ରେ, ଯିହୁଦାର ରାଜପ୍ରାସାଦ ରେ ଓ ୟିରୁଶାଲମ ରେ ଅବଶିଷ୍ଟ ଥିବା, ସହେି ସମସ୍ତ ବାସନ କୁସନ ବାବିଲକୁ ଅଣାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ସଦାପ୍ରଭୁଙ୍କ ମନ୍ଦିରରେ, ଯିହୁଦାର ରାଜପ୍ରାସାଦରେ ଓ ଯିରୁଶାଲମରେ ଅବଶିଷ୍ଟ ଥିବା, ସେହି ସମସ୍ତ ବାସନ କୁସନ ବାବିଲକୁ ଅଣାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;