Jeremiah 27:22 — Compare Translations

5 translations compared side by side

Odia - 1840
"ସହେିସବୁ ବାବିଲକୁ ଅଣାୟିବ ଏବଂ ଆମ୍ଭେ ସଗେୁଡ଼ିକର ପରିଦର୍ଶନ ନ କରିବା ଦିନ ପର୍ୟ୍ଯନ୍ତ ସେ ସବୁ ସେ ସ୍ଥାନ ରେ ଥିବ। ପୁଣି ସଦାପ୍ରଭୁ କହନ୍ତି, ତାହାପ ରେ ଆମ୍ଭେ ସେସବୁ ଜିନିଷକୁ ଏହି ସ୍ଥାନକୁ ଫରୋଇ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ଵାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
‘ସେହିସବୁ ବାବିଲକୁ ଅଣାଯିବ ଏବଂ ଆମ୍ଭେ ସେଗୁଡ଼ିକର ପରିଦର୍ଶନ ନ କରିବା ଦିନ ପର୍ଯ୍ୟନ୍ତ ସେ ସବୁ ସେ ସ୍ଥାନରେ ଥିବ।’ ପୁଣି ସଦାପ୍ରଭୁ କହନ୍ତି, ‘ତାହାପରେ ଆମ୍ଭେ ସେସବୁ ଜିନିଷକୁ ଏହି ସ୍ଥାନକୁ ଫେରାଇ ଆଣିବା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।”
Odia IRV 2017 (ଓଡିଆ ବାଇବେଲ)
“ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ,” ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।