Jeremiah 27:3 — Compare Translations
5 translations compared side by side
Odia - 1840
"ପୁଣି ଯିହୁଦାର ରାଜା ସିଦିକିଯଙ୍କୁ ଦକୋ କରିବାକୁ ୟିରୁଶାଲମକୁ ଆସିଥିବା ଦୂତମାନଙ୍କ ହସ୍ତ ରେ ଅନ୍ୟ ୟୁଆଳିଗୁଡ଼ିକୁ ଇଦୋମ, ମାଯାେବ, ଅମ୍ମାନେ, ସୋର ଓ ସୀଦୋନର ରାଜାମାନଙ୍କ ନିକଟକୁ ପଠାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ଵାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯିହୁଦାର ରାଜା ସିଦିକିୟଙ୍କୁ ଦେଖା କରିବାକୁ ଯିରୁଶାଲମକୁ ଆସିଥିବା ଦୂତମାନଙ୍କ ହସ୍ତରେ ଅନ୍ୟ ଯୁଆଳିଗୁଡ଼ିକୁ ଇଦୋମ, ମୋୟାବ, ଅମ୍ମୋନ, ସୋର ଓ ସୀଦୋନର ରାଜାମାନଙ୍କ ନିକଟକୁ ପଠାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;’