Jeremiah 27:4 — Compare Translations
5 translations compared side by side
Odia - 1840
"ଆଉ ସମାନଙ୍କେୁ ଆଦେଶ ଦିଅ, 'ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ତୁମ୍ଭମାନେେ ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନଙ୍କୁ ଆଦେଶ ଦିଅ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;