Jeremiah 27:5 — Compare Translations

5 translations compared side by side

Odia - 1840
"ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ବାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ଯ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ବଇଚ୍ଛା ରେ ଯାହାକୁ ଉଚିତ ମନେ କରିବୁ, ଏହା ଦଇପୋରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ୱାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ୱଇଚ୍ଛାରେ ଯାହାକୁ ଉଚିତ୍ ମନେ କରିବୁ, ଏହା ଦେଇ ପାରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।
Odia IRV 2017 (ଓଡିଆ ବାଇବେଲ)
‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।