Jeremiah 27:6 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଆମ୍ଭେ ଏହିସବୁ ଦେଶ ମାରେ ଦାସ ବାବିଲର ରାଜା ନବୂଖଦନିତ୍ସରର ହସ୍ତ ରେ ଦଇେଅଛୁ। ଆମ୍ଭେ କ୍ଷେତ୍ରସ୍ଥ ସମସ୍ତ ପଶୁମାନଙ୍କୁ ତାହାର ସବୋ କରିବାକୁ ଦଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଆମ୍ଭେ ଏହିସବୁ ଦେଶ ମୋର ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ। ଆମ୍ଭେ କ୍ଷେତ୍ରସ୍ଥ ସମସ୍ତ ପଶୁମାନଙ୍କୁ ତାହାର ସେବା କରିବାକୁ ଦେଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।