Jeremiah 27:7 — Compare Translations

5 translations compared side by side

Odia - 1840
"ପୁଣି ସମୁଦାଯ ଗୋଷ୍ଠୀ ନବୂଖଦନିତ୍ସର, ତାହାର ପୁତ୍ର ଓ ପୌତ୍ରର ସବୋ କରିବେ। ପୁଣି ଏକ ସମୟ ଆସିବ, ଅନକେ ଗୋଷ୍ଠୀ ଓ ମହାନ୍ ମହାନ୍ ରାଜାମାନେ ବାବିଲ ରେ ନିଜର ଦାସ୍ଯକର୍ମ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସମୁଦାୟ ଗୋଷ୍ଠୀ ନବୂଖ‌ଦ୍‌ନିତ୍ସର, ତାହାର ପୁତ୍ର ଓ ପୌତ୍ରର ସେବା କରିବେ। ପୁଣି ଏକ ସମୟ ଆସିବ, ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ବାବିଲରେ ନିଜର ଦାସ୍ୟକର୍ମ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।