Jeremiah 27:8 — Compare Translations
5 translations compared side by side
Odia - 1840
"ପୁଣି ଯେଉଁ ଦେଶ ଓ ରାଜ୍ଯ ସହେି ବାବିଲର ରାଜା ନବୂଖଦନିତ୍ସରର ଦାସ୍ଯକର୍ମ କରିବେ ନାହିଁ ଓ ବାବିଲ ରାଜାର ୟୁଆଳି ତଳେ ଆପଣା ଆପଣା ବକେ ରଖିବେ ନାହିଁ, ସଦାପ୍ରଭୁ କହନ୍ତି,ଆମ୍ଭେ ସେ ଦେଶକୁ ତାହାର ହସ୍ତ ରେ ସଂହାର ନ କରିବା ପର୍ୟ୍ଯନ୍ତ ଆମ୍ଭର ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ବାରା ଦଣ୍ଡ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ଵାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ଼୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ଦଣ୍ତ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
“‘ପୁଣି ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲ ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ,” ସଦାପ୍ରଭୁ କହନ୍ତି,”ଆମ୍ଭେ ସେ ଦେଶକୁ ତାହାର ହସ୍ତରେ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭର ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।’