Jeremiah 27:9 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭର ତୁମ୍ଭ ଭବିଷ୍ଯଦବକ୍ତାମାନଙ୍କର, ତୁମ୍ଭର ଦିବ୍ଯଦ୍ରଷ୍ଟାମାନଙ୍କର, ତୁମ୍ଭର ସ୍ବପ୍ନଦ୍ରଷ୍ଟାମାନଙ୍କର, ତୁମ୍ଭର ଚାଟୁକାରମାନଙ୍କର କିଅବା ତୁମ୍ଭର ୟାଦୁକରମାନଙ୍କର କଥା ଶୁଣିବା ଉଚିତ ନୁହେଁ, ଯେଉଁମାନେ ତୁମ୍ଭକୁ କହନ୍ତି, ତୁମ୍ଭେ ବାବିଲୋନର ରାଜାଙ୍କର ସବୋ କରିବା ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ ଓ ସ୍ଵପ୍ନଦର୍ଶକମାନେ ଓ ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ-ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାମାନଙ୍କର, ତୁମ୍ଭର ଦିବ୍ୟଦ୍ରଷ୍ଟାମାନଙ୍କର, ତୁମ୍ଭର ସ୍ୱପ୍ନଦ୍ରଷ୍ଟାମାନଙ୍କର, ତୁମ୍ଭର ଗ୍ଭଟୁକାରମାନଙ୍କର କିଅବା ତୁମ୍ଭର ଯାଦୁକରମାନଙ୍କର କଥା ଶୁଣିବା ଉଚିତ୍ ନୁହେଁ, ଯେଉଁମାନେ ତୁମ୍ଭକୁ କହନ୍ତି, “ତୁମ୍ଭେ ବାବିଲୋ‍ନ୍‍ର ରାଜାଙ୍କର ସେବା କରିବା ଉଚିତ୍ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;