Jeremiah 28:1 — Compare Translations

5 translations compared side by side

Odia - 1840
"ଅନନ୍ତର ଯିହୁଦାର ରାଜା ସିଦିକିଯର ରାଜତ୍ବର ଚତୁର୍ଥବର୍ଷର ପଞ୍ଚମ ମାସ ରେ ଗିବିଯୋନ ନିବାସୀ ଅସୂରର ପୁତ୍ର ହନାନିଯ ଭବିଷ୍ଯଦବକ୍ତା ସଦାପ୍ରଭୁଙ୍କ ଗୃହ ରେ ଯାଜକମାନଙ୍କର ଓ ସମସ୍ତ ଲୋକଙ୍କର ସାକ୍ଷାତ ରେ ମାେତେ ଏହି କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକ-ସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟା ଭବିଷ୍ୟ‌ଦ୍‌ବକ୍ତା ହନାନିୟ ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ଚତୁର୍ଥବର୍ଷର ପଞ୍ଚମ ମାସରେ ଗିବିୟୋନ ନିବାସୀ ଅସୂରର ପୁତ୍ର ହନାନିୟ ଭବିଷ୍ୟ‌ଦ୍‌ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ସମସ୍ତ ଲୋକଙ୍କର ସାକ୍ଷାତରେ ମୋତେ ଏହି କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ୱର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସ୍‍ସୁରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,