Jeremiah 28:10 — Compare Translations

5 translations compared side by side

Odia - 1840
"ଯିରିମିୟଙ୍କ ସ୍କନ୍ଧ ରେ ବହନ କରିଥିବା ୟୁଆଳିକୁ ହନାନିଯ କାଢ଼ି ନଇେ ତାହା ଭାଙ୍ଗି ପକାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ି ନେଇ ତାହା ଭାଙ୍ଗି ପକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟଙ୍କ ସ୍କନ୍ଧରେ ବହନ କରିଥିବା ଯୁଆଳିକୁ ହନାନିୟ କାଢ଼ି ନେଇ ତାହା ଭାଙ୍ଗି ପକାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ିନେଇ ତାହା ଭାଙ୍ଗି ପକାଇଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ି ନେଇ ତାହା ଭାଙ୍ଗି ପକାଇଲା।